Genesis 23:17 — Compare Translations
5 translations compared side by side
Odia - 1840
"ଏଣୁ ଇଫ୍ରୋଣ ସହେି ଭୂମିର ମାଲିକାନା ବଦଳାଇଲେ। କାମ୍ରି ପାଖ ରେ ଯେଉଁ ଜମି ମକ୍ପଲୋ ରେ ଥିଲା ଗୁହା ପାଶର୍ବ ଏବଂ ଚତୁଃପାଶର୍ବ ରେ ଥିବା ବୃକ୍ଷଗୁଡ଼ିକ ଅବ୍ରହାମଙ୍କୁ ବିକାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ,
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଇଫ୍ରୋଣ ସେହି ଭୂମିର ମାଲିକାନା ବଦଳାଇଲେ। ମମ୍ରି ପାଖରେ ଯେଉଁ ଜମି ମକ୍ପେଲାରେ ଥିବା ଗୁହା ପାର୍ଶ୍ୱ ଏବଂ ଚତୁର୍ପାର୍ଶ୍ୱରେ ଥିବା ବୃକ୍ଷଗୁଡ଼ିକ ଅବ୍ରହାମଙ୍କୁ ବିକାଗଲା। ଏହି ଚୁକ୍ତି ନଗର ଫାଟକରେ ହେତର ଲୋକମାନଙ୍କ ଆଗରେ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ,
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ,