Genesis 23:18 — Compare Translations

4 translations compared side by side

Odia - 1840
"ଏହି ଚୁକ୍ତି ନଗର ଫାଟକରେ ହତରେ ଲୋକମାନଙ୍କ ଆଗ ରେ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସବୁରେ ହେତର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍, ତାହାର ନଗର-ଦ୍ଵାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ଵତ୍ଵାଧିକାର ସ୍ଥିର କରାଗଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁରେ ହେତ୍‌ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍‍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା।
Odia IRV 2017 (ଓଡିଆ ବାଇବେଲ)
ଏହି ସବୁରେ ହେତ୍‌ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍‍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା।