Genesis 23:19 — Compare Translations
5 translations compared side by side
Odia - 1840
"ଏହାପରେ ଅବ୍ରହାମ ମକ୍ପଲୋ କ୍ଷେତ୍ରସ୍ଥିତ ଗୁହା ରେ ମମ୍ରିର ପାଶର୍ବ ରେ ହେବ୍ରୋଣ ମଧିଅରେ କିଣାନ ଦେଶ ରେ ନିଜର ସ୍ତ୍ରୀ ସାରାକୁ କବର ଦେଲେ। ସହେିସ୍ଥାନ କିଣାନ ଦେଶସ୍ଥ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ । ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ୍ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବ୍ରହାମ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ମମ୍ରିର ପାର୍ଶ୍ୱରେ ହେବ୍ରୋଣ ମଧ୍ୟରେ କିଣାନ ଦେଶରେ ନିଜର ସ୍ତ୍ରୀ ସାରାଙ୍କୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ।