Genesis 23:2 — Compare Translations
5 translations compared side by side
Odia - 1840
"ସାରା କିଣାନ ଦେଶସ୍ଥ କିରିଯଥ ପର୍ବତ ହିବ୍ରୋଣ ରେ ମଲେ। ଅବ୍ରହାମ ଏଥିପାଇଁ ମନ ଦୁଃଖ କଲେ ଓ କ୍ରନ୍ଦନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା । ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସାରା କିଣାନ ଦେଶସ୍ଥ କିରିୟଥ-ଅର୍ବର ହିବ୍ରୋଣରେ ମଲେ। ଅବ୍ରହାମ ଏଥିପାଇଁ ମନ ଦୁଃଖ କଲେ ଓ କ୍ରନ୍ଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।