Genesis 23:20 — Compare Translations

5 translations compared side by side

Odia - 1840
"ଏହି ପ୍ରକା ରେ ଅବ୍ରହାମ ହତରେମାନଙ୍କଠାରୁ କ୍ଷତେ ଏବଂ ସେଥି ରେ ଥିବା ଗୁମ୍ଫା କିଣିଲେ। ସେ ଏହାକୁ କବର ସ୍ଥାନ ରୂପେ ବ୍ଯବହାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତର ସନ୍ତାନମାନଙ୍କ ଦ୍ଵାରା ସ୍ଥିରୀକୃତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରକାରେ ଅବ୍ରହାମ ହେତରମାନଙ୍କଠାରୁ କ୍ଷେତ ଏବଂ ସେଥିରେ ଥିବା ଗୁମ୍ଫା କିଣିଲେ। ସେ ଏହାକୁ କବର ସ୍ଥାନ ରୂପେ ବ୍ୟବହାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତ୍‌ର ସନ୍ତାନମାନଙ୍କ ଦ୍ୱାରା ସ୍ଥିରୀକୃତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତ୍‌ର ସନ୍ତାନମାନଙ୍କ ଦ୍ୱାରା ସ୍ଥିରୀକୃତ ହେଲା।