Genesis 23:3 — Compare Translations
5 translations compared side by side
Odia - 1840
"ଏହାପରେ ଅବ୍ରହାମ ସହେି ମୃତ ଦହକେୁ ଛାଡ଼ି ହତରେମାନଙ୍କୁ କହିଲେ। ସେ ସମାନଙ୍କେୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠି ଯାଇ ହେତର ସନ୍ତାନମାନଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବ୍ରହାମ ସେହି ମୃତ ଦେହକୁ ଛାଡ଼ି ହେତରମାନଙ୍କୁ କହିଲେ। ସେ ସେମାନଙ୍କୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠିଯାଇ ହେତ୍ର ସନ୍ତାନମାନଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠି ଯାଇ ହେତ୍ର ସନ୍ତାନମାନଙ୍କୁ କହିଲେ,