Genesis 23:4 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭମାନଙ୍କ ଦେଶ ରେ ଏକା ବିଦେଶୀ ଅଟେ। ମାରେ ସ୍ତ୍ରୀକୁ କବର ଦବୋପାଇଁ ସ୍ଥାନ ମାରେ ନାହିଁ। ଦୟାକରି ମାେତେ ମାରେ ସ୍ତ୍ରୀ ପାଇଁ କବର ସ୍ଥାନ ରେ ଅଧିକାର ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭମାନଙ୍କ ଦେଶରେ ଏକା ବିଦେଶୀ ଅଟେ। ମୋର ସ୍ତ୍ରୀକୁ କବର ଦେବା ପାଇଁ ସ୍ଥାନ ମୋର ନାହିଁ। ଦୟାକରି ମୋର ସ୍ତ୍ରୀ ପାଇଁ କବର ସ୍ଥାନରେ ମୋତେ ଅଧିକାର ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି।”
Odia IRV 2017 (ଓଡିଆ ବାଇବେଲ)
“ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋ’ ଦୃଷ୍ଟିର ଅଗୋଚରରେ ମୋ’ ମୃତକୁ କବର ଦେବି।”