Genesis 23:5 — Compare Translations

5 translations compared side by side

Odia - 1840
"ହତରେ ଲୋକମାନେ ଅବ୍ରହାମକୁ ଉତ୍ତର ଦେଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ହେତର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର କଲେ, ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
ହେତର ଲୋକମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ହେତ୍‌ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ହେତ୍‌ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;