Genesis 23:6 — Compare Translations

5 translations compared side by side

Odia - 1840
" ହେ ପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ମଧିଅରେ ପରମେଶ୍ବରଙ୍କର ଏକମାତ୍ର ପରାକ୍ରାନ୍ତ। ତୁମ୍ଭେ ଆମ୍ଭମାନଙ୍କ କବର ସ୍ଥାନ ରେ ଯେ କୌଣସି ସ୍ଥାନ ରେ କବର ଦଇପୋରିବ। ତୁମ୍ଭର ସ୍ତ୍ରୀଙ୍କ କବର ପାଇଁ ଆମ୍ଭେ କହେି ଅଟକାଇବୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ପରମେଶ୍ୱରଙ୍କର ଏକମାତ୍ର ପରାକ୍ରାନ୍ତ। ତୁମ୍ଭେ ଆମ୍ଭମାନଙ୍କ କବର ସ୍ଥାନରେ ଯେକୌଣସି ସ୍ଥାନରେ କବର ଦେଇ ପାରିବ। ତୁମ୍ଭର ସ୍ତ୍ରୀଙ୍କ କବର ପାଇଁ ଆମ୍ଭେ କେହି ଅଟକାଇବୁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)