Genesis 23:7 — Compare Translations

5 translations compared side by side

Odia - 1840
"ଅବ୍ରହାମ ଉଠି ସହେି ଲୋକମାନଙ୍କୁ ପ୍ରଣାମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍, ହେତର ସନ୍ତାନମାନଙ୍କୁ ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ଉଠି ସେହି ଲୋକମାନଙ୍କୁ ପ୍ରଣାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍‍, ହେତ୍‌ର ସନ୍ତାନମାନଙ୍କୁ ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍‍, ହେତ୍‌ର ସନ୍ତାନମାନଙ୍କୁ ପ୍ରଣାମ କଲେ।