Genesis 23:8 — Compare Translations
5 translations compared side by side
Odia - 1840
"ଅବ୍ରହାମ ସମାନଙ୍କେୁ କହିଲେ, ଯଦି ତୁମ୍ଭମାନେେ ମାରେ ସ୍ତ୍ରୀ କବର ଦବୋପାଇଁ ସାହାୟ୍ଯ କରିବାକୁ ଚାହୁଁଥାଅ। ତବେେ ତୁମ୍ଭମାନେେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବଦନେ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କଥୋପକଥନ କରି କହିଲେ, ମୋʼ ଦୃଷ୍ଟିର ବାହାରେ ମୋʼ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯେବେ ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋʼ କଥା ଶୁଣନ୍ତୁ; ଆପଣମାନେ ମୋʼ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ମୋର ସ୍ତ୍ରୀକୁ କବର ଦେବା ପାଇଁ ସାହାଯ୍ୟ କରିବାକୁ ଗ୍ଭହୁଁଥାଅ। ତେବେ ତୁମ୍ଭେମାନେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କଥୋପକଥନ କରି କହିଲେ, “ମୋʼ ଦୃଷ୍ଟିର ବାହାରେ ମୋʼ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋʼ କଥା ଶୁଣନ୍ତୁ; ଆପଣମାନେ ମୋʼ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କଥୋପକଥନ କରି କହିଲେ, “ମୋ’ ଦୃଷ୍ଟିର ବାହାରେ ମୋ’ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋ’ କଥା ଶୁଣନ୍ତୁ; ଆପଣମାନେ ମୋ’ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ।