Genesis 23:9 — Compare Translations
5 translations compared side by side
Odia - 1840
"ସେ ହୁଏତ ମକ୍ପଲୋର ଗୁମ୍ଫା ଉଚିତ ମୂଲ୍ଯ ରେ ମାେତେ ବିକି ଦବେେ, ଯାହା ତାଙ୍କର ଅଛି, ତାଙ୍କର କ୍ଷତରେ ଶଷେ ଭାଗ ରେ ଯାହା ଅଛି। ମୁଁ ଚା ହେଁ ତୁମ୍ଭମାନେେ ସମସ୍ତେ ଏହି ଦିଆନିଆର ସାକ୍ଷୀ ହିଅ। ମୁଁ ଏହାକୁ କବର ସ୍ଥାନ ରୂପେ ବ୍ଯବହାର କରିବା ପାଇଁ କ୍ରଯ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍ପେଲାରେ ତାଙ୍କ କ୍ଷେତ୍ରପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ହୁଏତ ମକ୍ପେଲାର ଗୁମ୍ଫା ଉଚିତ୍ ମୂଲ୍ୟରେ ମୋତେ ବିକି ଦେବେ, ଯାହା ତାଙ୍କର ଅଛି, ତାଙ୍କର କ୍ଷେତର ଶେଷ ଭାଗରେ ଯାହା ଅଛି। ମୁଁ ଗ୍ଭହେଁ ତୁମ୍ଭେମାନେ ସମସ୍ତେ ଏହି ଦିଆନିଆର ସାକ୍ଷୀ ହୁଅ। ମୁଁ ଏହାକୁ କବର ସ୍ଥାନ ରୂପେ ବ୍ୟବହାର କରିବା ପାଇଁ କ୍ରୟ କରୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍ପେଲାରେ ତାଙ୍କ କ୍ଷେତ୍ର ପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍ପେଲାରେ ତାଙ୍କ କ୍ଷେତ୍ର ପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ।”