Genesis 24:1 — Compare Translations
5 translations compared side by side
Odia - 1840
"ଅବ୍ରହାମଙ୍କ ବାର୍ଦ୍ଧକ୍ଯ ଅବସ୍ଥା ରେ ବଞ୍ଚିଥିଲେ। ସଦାପ୍ରଭୁ ଅବ୍ରହାମଙ୍କୁ ସମସ୍ତ ଗତି ରେ ଆଶାର୍ବାଦ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଅବ୍ରହାମ ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି ସଦାପ୍ରଭୁ ଅବ୍ରହାମଙ୍କୁ ସବୁ ବିଷୟରେ ଆଶୀର୍ବାଦ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ହାକଙ୍କ ପାଇଁ ଏକ ସ୍ତ୍ରୀ ଅବ୍ରହାମ ବାର୍ଦ୍ଧକ୍ୟ ଅବସ୍ଥାରେ ବଞ୍ଚିଥିଲେ। ସଦାପ୍ରଭୁ ଅବ୍ରହାମଙ୍କୁ ସମସ୍ତ ଗତିରେ ଆଶାର୍ବାଦ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଅବ୍ରହାମ ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସଦାପ୍ରଭୁ ଅବ୍ରହାମଙ୍କୁ ସବୁ ବିଷୟରେ ଆଶୀର୍ବାଦ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଅବ୍ରହାମ ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସଦାପ୍ରଭୁ ଅବ୍ରହାମଙ୍କୁ ସବୁ ବିଷୟରେ ଆଶୀର୍ବାଦ କରିଥିଲେ।