Genesis 24:10 — Compare Translations
5 translations compared side by side
Odia - 1840
"ସହେି ଦାସ ଅବ୍ରହାମଙ୍କର ଦଶଟା ଓଟ ନଇେ ସହେି ସ୍ଥାନ ପିରତ୍ଯାଗ କଲା। ସମସ୍ତ ପ୍ରକାରର ସୁନ୍ଦର ଉପହାରଗୁଡ଼ିକ ବହନ କରି ନେଲେ। ସହେି ଦାସ ନାହାରେ ଅରାମନହରଯିମର ନଗରକୁ ୟାତ୍ରା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍ ଦେଶର ନାହୋର ନଗରକୁ ଯାତ୍ରା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଖୋଜା ଆରମ୍ଭ ହେଲା ସେହି ଦାସ ଅବ୍ରହାମଙ୍କର ଦଶଟା ଓଟ ନେଇ ସେହି ସ୍ଥାନ ପରିତ୍ୟାଗ କଲେ। ସମସ୍ତ ପ୍ରକାରର ସୁନ୍ଦର ଉପହାରଗୁଡ଼ିକ ବହନ କରି ନେଲେ। ସେହି ଦାସ ନାହୋର, ଅରାମନହରୟିମର ନଗରକୁ ଯାତ୍ରା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍ ଦେଶର ନାହୋର ନଗରକୁ ଯାତ୍ରା କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍ ଦେଶର ନାହୋର ନଗରକୁ ଯାତ୍ରା କଲା।