Genesis 24:11 — Compare Translations
5 translations compared side by side
Odia - 1840
"ଏହାପରେ ସେ ନଗର ବାହା ରେ ଥିବା ସହେି ସ୍ଥାନ ଗଲେ, ଯେଉଁଠାକୁ କନ୍ଯାମାନେ ଜଳ ପାଇଁ କୂପ ନିକଟକୁ ଆସନ୍ତି। ନଗର ବାହା ରେ ସହେି କୂପ ନିକଟରେ ଓଟମାନଙ୍କୁ ଆଣ୍ଠୁଆଇ ବସାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ନଗର ବାହାରେ ଥିବା ସେହି ସ୍ଥାନକୁ ଗଲେ, ଯେଉଁଠାକୁ କନ୍ୟାମାନେ ଜଳ ପାଇଁ କୂପ ନିକଟକୁ ଆସନ୍ତି। ନଗର ବାହାରେ ସେହି କୂପ ନିକଟରେ ଓଟମାନଙ୍କୁ ଆଣ୍ଠୁଆଇ ବସାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା।