Genesis 24:12 — Compare Translations

5 translations compared side by side

Odia - 1840
"ଦାସ ପ୍ରାର୍ଥନା କଲେ ଏବଂ କହିଲେ, ହେ ସଦାପ୍ରଭୁ! ତୁମ୍ଭେ ମାରେ ପ୍ରଭୁଙ୍କର ପରମେଶ୍ବର । ମାରେ ଜୀବନର ଲକ୍ଷ୍ଯ ସଫଳ କରାଇ, ମାହେର କର୍ତ୍ତା ଅବ୍ରହାମଙ୍କୁ ଦୟାକରି ଅନୁଗ୍ରହ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏହି ପ୍ରାର୍ଥନା କଲା, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ଵର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର ।
Odia Bible ERV 2004 (ପବିତ୍ର ବାଇବଲ)
ଦାସ ପ୍ରାର୍ଥନା କଲେ ଏବଂ କହିଲେ, “ହେ ସଦାପ୍ରଭୁ! ତୁମ୍ଭେ ମୋର ପ୍ରଭୁଙ୍କର ପରମେଶ୍ୱର। ମୋର ଜୀବନର ଲକ୍ଷ୍ୟ ସଫଳ କରାଇ, ମୋହର କର୍ତ୍ତା ଅବ୍ରହାମଙ୍କୁ ଦୟାକରି ଅନୁଗ୍ରହ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏହି ପ୍ରାର୍ଥନା କଲା, “ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।
Odia IRV 2017 (ଓଡିଆ ବାଇବେଲ)
ପୁଣି, “ଏହି ପ୍ରାର୍ଥନା କଲା, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋ’ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋ’ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।