Genesis 24:13 — Compare Translations

5 translations compared side by side

Odia - 1840
"ଏହିଠା ରେ ମୁଁ କୂପ ନିକଟରେ ଛିଡ଼ା ହାଇେ ଅଛି। ଏବଂ ନଗରରୁ କନ୍ଯାମାନେ ପାଣି ନବୋକୁ ଏଠାକୁ ଆସୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୁଁ ଏହି କୂପ ନିକଟରେ ଛିଡ଼ା ହେଉଅଛି, ଆଉ ଏ ନଗର-ବାସୀମାନଙ୍କ କନ୍ୟାଗଣ ଜଳ ନେବା ପାଇଁ ଆସୁଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଏହିଠାରେ ମୁଁ କୂପ ନିକଟରେ ଛିଡ଼ା ହୋଇ ଅଛି। ଏବଂ ନଗରରୁ କନ୍ୟାମାନେ ପାଣି ନେବାକୁ ଏଠାକୁ ଆସୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୁଁ ଏହି କୂପ ନିକଟରେ ଛିଡ଼ା ହେଉଅଛି, ଆଉ ଏ ନଗରବାସୀମାନଙ୍କ କନ୍ୟାଗଣ ଜଳ ନେବା ପାଇଁ ଆସୁଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୁଁ ଏହି କୂପ ନିକଟରେ ଛିଡ଼ା ହେଉଅଛି, ଆଉ ଏ ନଗରବାସୀମାନଙ୍କ କନ୍ୟାଗଣ ଜଳ ନେବା ପାଇଁ ଆସୁଅଛନ୍ତି;