Genesis 24:15 — Compare Translations
5 translations compared side by side
Odia - 1840
"ଏହାପରେ ଦାସଟିର ପ୍ରାର୍ଥନା ସରିବା ପୂର୍ବରୁ ଜଣେ ୟୁବତୀ ରିବିକା କୂଅ ନିକଟକୁ ଆସିଲେ। ରିବିକା ଥିଲେ, ବଥୂଯଲରେଝିଅ। ବଥୂଯଲେ ମିଲ୍କାର ପୁତର ଥିଲେ, ୟିଏକି ଅବ୍ରହାମଙ୍କର ଭାଇ ନୋ ହରେ ସହିତ ବିବାହ କରିଥିଲେ। ରିବିକା ପାଣିପାତ୍ର କାନ୍ଧ ରେ ଥୋଇ କୂଅ ନିକଟକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳଶ ଘେନି ବାହାରି ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ସ୍ତ୍ରୀ ବଛାଗଲେ ଏହା ପରେ ଦାସଟିର ପ୍ରାର୍ଥନା ସରିବା ପୂର୍ବରୁ ଜଣେ ଯୁବତୀ ରିବିକା କୂଅ ନିକଟକୁ ଆସିଲେ। ରିବିକା ଥିଲେ, ବଥୂୟେଲର ଝିଅ। ବଥୂୟେଲ ମିଲ୍କାର ପୁତ୍ର ଥିଲେ, ଯିଏ କି ଅବ୍ରହାମଙ୍କର ଭାଇ ନାହୋର ସହିତ ବିବାହ କରିଥିଲେ। ରିବିକା ପାଣିପାତ୍ର କାନ୍ଧରେ ଥୋଇ କୂଅ ନିକଟକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।
Odia IRV 2017 (ଓଡିଆ ବାଇବେଲ)
ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।