Genesis 24:16 — Compare Translations
5 translations compared side by side
Odia - 1840
"ସେ ବହୁତ ସୁନ୍ଦରୀ ଥିଲେ। ସେ ମଧ୍ଯ ଅବିବାହିତା ଥିଲେ। ସେ ଜଣେ କୁମାରୀ। ସେ କୂଅ ନିକଟକୁ ଗଲା ଓ ତା'ର ପାତ୍ର ରେ ପାଣି ଭର୍ତ୍ତି କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି କନ୍ୟା ପରମ ସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା । ସେ କୂପ ଭିତରକୁ ଯାଇ କଳଶ ପୂର୍ଣ୍ଣ କରି ଉଠି ଆସୁଅଛି,
Odia Bible ERV 2004 (ପବିତ୍ର ବାଇବଲ)
ସେ ବହୁତ ସୁନ୍ଦରୀ ଥିଲେ। ସେ ମଧ୍ୟ ଅବିବାହିତା ଥିଲେ। ସେ ଜଣେ କୁମାରୀ। ସେ କୂଅ ନିକଟକୁ ଗଲେ ଓ ତା’ର ପାତ୍ରରେ ପାଣି ଭର୍ତ୍ତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି କନ୍ୟା ପରମସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳସ ପୂର୍ଣ୍ଣ କରି ଉଠି ଆସୁଅଛି,
Odia IRV 2017 (ଓଡିଆ ବାଇବେଲ)
ସେହି କନ୍ୟା ପରମ ସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳସ ପୂର୍ଣ୍ଣ କରି ଉଠି ଆସୁଅଛି,