Genesis 24:18 — Compare Translations
5 translations compared side by side
Odia - 1840
"ରିବିକା ତତ୍କ୍ଷଣାତ୍ ତାଙ୍କ କନ୍ଧରୁ ପାତ୍ରଟିକୁ ଓହ୍ଲାଇ ତାଙ୍କୁ ପିଇବାକୁ ଦେଲେ। ରିବିକା କହିଲେ, ହେ ମହାଶୟ ପାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ କହିଲା, ମହାଶୟ, ପାନ କରନ୍ତୁ; ଏହା କହି ସେ ଶୀଘ୍ର କଳଶ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ରିବିକା ତତ୍କ୍ଷଣାତ୍ ତାଙ୍କ କାନ୍ଧରୁ ପାତ୍ରଟିକୁ ଓହ୍ଲାଇ ତାଙ୍କୁ ପିଇବାକୁ ଦେଲେ। ରିବିକା କହିଲେ, “ହେ ମହାଶୟ ପାନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ କହିଲା, “ମହାଶୟ, ପାନ କରନ୍ତୁ,” ଏହା କହି ସେ ଶୀଘ୍ର କଳସ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ କହିଲା, “ମହାଶୟ, ପାନ କରନ୍ତୁ,” ଏହା କହି ସେ ଶୀଘ୍ର କଳସ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା।