Genesis 24:19 — Compare Translations
5 translations compared side by side
Odia - 1840
"ସେ କିଛି ଜଳପାନ କରିବାକୁ ଦଇେ ରିବିକା କହିଲା, ମୁଁ ମଧ୍ଯ ତୁମ୍ଭ ଓଟମାନଙ୍କୁ ଜଳପାନ କରାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାକୁ ପାନ କରାଇଲା ଉତ୍ତାରେ କହିଲା, ମଧ୍ୟ ତୁମ୍ଭର ଓଟ ସବୁ ଜଳ ପିଇସାରିବା ଯାଏ ମୁଁ ଜଳ କାଢ଼ିବି ।
Odia Bible ERV 2004 (ପବିତ୍ର ବାଇବଲ)
ଜଳପାନ କରିବାକୁ ଦେଇ ରିବିକା କହିଲେ, “ମୁଁ ମଧ୍ୟ ତୁମ୍ଭ ଓଟମାନଙ୍କୁ ଜଳପାନ କରାଇବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାକୁ ପାନ କରାଇଲା ଉତ୍ତାରେ କହିଲା, “ମଧ୍ୟ ତୁମ୍ଭର ଓଟ ସବୁ ପାଣି ପିଇ ସାରିବା ଯାଏ ମୁଁ ପାଣି କାଢ଼ିବି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାକୁ ପାନ କରାଇଲା ଉତ୍ତାରେ କହିଲା, “ମଧ୍ୟ ତୁମ୍ଭର ଓଟ ସବୁ ପାଣି ପିଇ ସାରିବା ଯାଏ ମୁଁ ପାଣି କାଢ଼ିବି।”