Genesis 24:2 — Compare Translations

5 translations compared side by side

Odia - 1840
"ଅବ୍ରହାମଙ୍କର ପୁରୁଣା ଚାକର ଅବ୍ରହାମଙ୍କର ପ୍ରେତ୍ୟକକ ଦ୍ରବ୍ଯର ଦାଯିତ୍ବ ରେ ଥିଲା। ଅବ୍ରହାମ ତାଙ୍କୁ ଡାକିଲେ ଏବଂ କହିଲେ, ମାରେ ଜଙ୍ଘତଳେ ତୁମ୍ଭର ହସ୍ତ ଦିଅ ଏବଂ ପ୍ରତିଜ୍ଞା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ;
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମଙ୍କର ପୁରୁଣା ଗ୍ଭକର ଅବ୍ରହାମଙ୍କର ପ୍ରତ୍ୟେକ ଦ୍ରବ୍ୟର ଦାୟିତ୍ୱରେ ଥିଲା। ଅବ୍ରହାମ ତାଙ୍କୁ ଡାକିଲେ ଏବଂ କହିଲେ, “ମୋର ଜଙ୍ଘତଳେ ତୁମ୍ଭର ହସ୍ତ ଦିଅ ଏବଂ ପ୍ରତିଜ୍ଞା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ;
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ମୋ’ ଜଙ୍ଘରେ ହସ୍ତ ଦିଅ;