Genesis 24:20 — Compare Translations
5 translations compared side by side
Odia - 1840
"ଏହାପରେ ରିବିକା କୂଅରୁ ପାଣିକାଢ଼ି କୁଣ୍ଡ ରେ ଢ଼ାଳିଲେ ଓ ପୁନ୍ନରାଯ ପାଣି କାଢ଼ିବା ପାଇଁ କୂଅ ନିକଟକୁ ଗଲେ। ଏବଂ ସେ ଏହିପରି ସମସ୍ତ ଓଟମାନଙ୍କୁ ପାଣି ପିଆଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଶୀଘ୍ର କୁଣ୍ତରେ କଳଶରୁ ଜଳ ଢାଳି ପୁନଶ୍ଚ ଜଳ କାଢ଼ିବା ପାଇଁ କୂପ ନିକଟକୁ ଧାଇଁଯାଇ ସମସ୍ତ ଓଟ ନିମନ୍ତେ ଜଳ କାଢ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରିବିକା କୂଅରୁ ପାଣି କାଢ଼ି କୁଣ୍ଡରେ ଢାଳିଲେ ଓ ପୁନରାୟ ପାଣି କାଢ଼ିବା ପାଇଁ କୂଅ ନିକଟକୁ ଗଲେ। ଏବଂ ସେ ଏହିପରି ସମସ୍ତ ଓଟମାନଙ୍କୁ ପାଣି ପିଆଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଶୀଘ୍ର କୁଣ୍ଡରେ କଳସରୁ ପାଣି ଢାଳି ପୁନଶ୍ଚ ପାଣି କାଢ଼ିବା ପାଇଁ କୂପ ନିକଟକୁ ଧାଇଁଯାଇ ସମସ୍ତ ଓଟ ନିମନ୍ତେ ଜଳ କାଢ଼ିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଶୀଘ୍ର କୁଣ୍ଡରେ କଳସରୁ ପାଣି ଢାଳି ପୁନଶ୍ଚ ପାଣି କାଢ଼ିବା ପାଇଁ କୂପ ନିକଟକୁ ଧାଇଁଯାଇ ସମସ୍ତ ଓଟ ନିମନ୍ତେ ଜଳ କାଢ଼ିଲା।