Genesis 24:21 — Compare Translations
5 translations compared side by side
Odia - 1840
"ତା'ପରେ ସେ କନ୍ଯାକୁ ଅତି ପାଖ ରେ ଏବଂ ଶାନ୍ତଭାବରେ ଦେଖିଲେ, ସେ ନିଶ୍ଚିତ ହବୋପରେ ଏବଂ ୟାଣିଲେ ସଦାପ୍ରଭୁ ତାଙ୍କର ୟାତ୍ର ସଫଳ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ପୁରୁଷ ତାହା ପ୍ରତି ସ୍ଥିର ଦୃଷ୍ଟି କରି ଅନାଇ ରହିଲା; ପୁଣି ସଦାପ୍ରଭୁ ତାହାର ଯାତ୍ରା ସଫଳ କରିବେ କି ନାହିଁ, ତାହା ଜାଣିବା ନିମନ୍ତେ ନିରବ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ କନ୍ୟାକୁ ଅତି ପାଖରେ ଏବଂ ଶାନ୍ତଭାବରେ ଦେଖିଲେ, ସେ ନିଶ୍ଚିତ ହେବାପରେ ଏବଂ ଜାଣିଲେ ସଦାପ୍ରଭୁ ତାଙ୍କର ଯାତ୍ରା ସଫଳ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ପୁରୁଷ ତାହା ପ୍ରତି ସ୍ଥିର ଦୃଷ୍ଟି କରି ଅନାଇ ରହିଲା; ପୁଣି, ସଦାପ୍ରଭୁ ତାହାର ଯାତ୍ରା ସଫଳ କରିବେ କି ନାହିଁ, ତାହା ଜାଣିବା ନିମନ୍ତେ ନିରବ ରହିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ପୁରୁଷ ତାହା ପ୍ରତି ସ୍ଥିର ଦୃଷ୍ଟି କରି ଅନାଇ ରହିଲା; ପୁଣି, ସଦାପ୍ରଭୁ ତାହାର ଯାତ୍ରା ସଫଳ କରିବେ କି ନାହିଁ, ତାହା ଜାଣିବା ନିମନ୍ତେ ନିରବ ରହିଲା।