Genesis 24:22 — Compare Translations

5 translations compared side by side

Odia - 1840
"ଓଟମାନେ ପାଣି ପିଇସାରିବା ପରେ। ସହେି ଦାସ ଜଣଙ୍କ ରିବିକାକୁ ଏକ ସୁନା ନଥ ପ୍ରଦାନ କଲେ ଯାହାର ଓଜନ ଅଧଭରି ଥିଲା। ଏବଂ ତା'ର ହାତ ପାଇଁ ଦୁଇଟି ବଳା ଯାହାର ଓଜନ ଦଶ ଭରି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ଓଟମାନେ ପାଣି ପିଇ ସାରିବା ପରେ ସେହି ଦାସ ରିବିକାଙ୍କୁ ଏକ ସୁନା ନଥ ପ୍ରଦାନ କଲେ ଯାହାର ଓଜନ ଅଧଭରି ଥିଲା। ଏବଂ ତା’ର ହାତ ପାଇଁ ଦୁଇଟି ବଳା ଯାହାର ଓଜନ ଦଶ ଭରି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା,