Genesis 24:25 — Compare Translations
5 translations compared side by side
Odia - 1840
"ଏହାପରେ ସେ ମଧ୍ଯ କହିଲେ, ଆଜ୍ଞା ହଁ ତୁମ୍ଭ ଓଟମାନଙ୍କ ଖାଇବା ପାଇଁ ଆମ୍ଭର ନଡ଼ା ଅଛି ଓ ତୁମ୍ଭର ବିଶ୍ରାମ ପାଇଁ ଆମ୍ଭର ସ୍ଥାନ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆହୁରି କହିଲା, ଆମ୍ଭମାନଙ୍କର ପାଳକୁଟା ଓ ଦାନା ଯଥେଷ୍ଟ ଅଛି, ମଧ୍ୟ ରାତ୍ର କ୍ଷେପଣ କରିବାକୁ ସ୍ଥାନ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ମଧ୍ୟ କହିଲେ, “ଆଜ୍ଞା ହଁ ତୁମ୍ଭ ଓଟମାନଙ୍କ ଖାଇବା ପାଇଁ ଆମ୍ଭର ନଡ଼ା ଅଛି ଓ ତୁମ୍ଭର ବିଶ୍ରାମ ପାଇଁ ଆମ୍ଭର ସ୍ଥାନ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆହୁରି କହିଲା, “ଆମ୍ଭମାନଙ୍କର ପାଳକୁଟା ଓ ଦାନା ଯଥେଷ୍ଟ ଅଛି, ମଧ୍ୟରାତ୍ର କ୍ଷେପଣ କରିବାକୁ ସ୍ଥାନ ଅଛି।”
Odia IRV 2017 (ଓଡିଆ ବାଇବେଲ)
ସେ ଆହୁରି କହିଲା, “ଆମ୍ଭମାନଙ୍କର ପାଳକୁଟା ଓ ଦାନା ଯଥେଷ୍ଟ ଅଛି, ମଧ୍ୟ ରାତ୍ର କ୍ଷେପଣ କରିବାକୁ ସ୍ଥାନ ଅଛି।”