Genesis 24:26 — Compare Translations

5 translations compared side by side

Odia - 1840
"ସହେି ଦାସଜଣଙ୍କ ସଦାପ୍ରଭୁଙ୍କୁ ପ୍ରଣାମ କରି ତାଙ୍କର ଉପାସନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେହି ମନୁଷ୍ୟ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କରି କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦାସଜଣକ ସଦାପ୍ରଭୁଙ୍କୁ ପ୍ରଣାମ କରି ତାଙ୍କର ଉପାସନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେହି ମନୁଷ୍ୟ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କରି କହିଲା,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେହି ମନୁଷ୍ୟ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କରି କହିଲା,