Genesis 24:27 — Compare Translations

5 translations compared side by side

Odia - 1840
"ସହେି ଦାସଜଣଙ୍କ କହିଲା, ମାରେ କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ବର ଧନ୍ଯ ହୁଅନ୍ତୁ। ୟ ହତେୁ ସଦାପ୍ରଭୁ ମାରେ କର୍ତ୍ତାଙ୍କ ପ୍ରତି ଅନୁଗ୍ରହ ଓ ସତ୍ଯାଚରଣ କରିବାରୁ ନିବୃତ୍ତ ହାଇେ ନାହାଁନ୍ତି। ସଦାପ୍ରଭୁ ମାେ କର୍ତ୍ତାଙ୍କର ସମ୍ବନ୍ଧୀଯଙ୍କ ଗୃହକୁ କଢ଼ାଇ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ଵର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋʼ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି ସଦାପ୍ରଭୁ ମୋତେ ମୋʼ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦାସଜଣକ କହିଲେ, “ମୋର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହୁଅନ୍ତୁ। ଯେହେତୁ ସଦାପ୍ରଭୁ ମୋର କର୍ତ୍ତାଙ୍କ ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି। ସଦାପ୍ରଭୁ ମୋ’ କର୍ତ୍ତାଙ୍କର ସମ୍ପର୍କୀୟଙ୍କ ଗୃହକୁ କଢ଼ାଇ ନେଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋʼ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋʼ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
“ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋ’ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋ’ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”