Genesis 24:28 — Compare Translations

5 translations compared side by side

Odia - 1840
"ଏହାପରେ ରିବିକା ଦୌଡ଼ିୟାଇ ତାଙ୍କ ପରିବାର ରେ ଏହି କଥା ଜଣାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି କନ୍ୟା ଦୌଡ଼ିଯାଇ ଆପଣା ମାତାର ଗୃହସ୍ଥିତ ଲୋକମାନଙ୍କୁ ଏହି କଥା ଜଣାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରିବିକା ଦୌଡ଼ିଯାଇ ତାଙ୍କ ପରିବାରରେ ଏହି କଥା ଜଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି କନ୍ୟା ଦୌଡ଼ିଯାଇ ଆପଣା ମାତାର ଗୃହସ୍ଥିତ ଲୋକମାନଙ୍କୁ ଏହି କଥା ଜଣାଇଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି କନ୍ୟା ଦୌଡ଼ିଯାଇ ଆପଣା ମାତାର ଗୃହସ୍ଥିତ ଲୋକମାନଙ୍କୁ ଏହି କଥା ଜଣାଇଲା।