Genesis 24:29 — Compare Translations

5 translations compared side by side

Odia - 1840
"ରିବିକାର ଏକ ଭାଇ ଥିଲେ। ତାଙ୍କର ନାମ ଲାବନ। ରିବିକା ତାଙ୍କୁ ସବୁକଥା ଜଣାଇଲେ। ଲାବନ ଏହିକଥା ଶୁଣିବା ସମୟରେ ତାହାର ହସ୍ତ ରେ ଯେତବେେଳେ ବଳା ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡ଼ିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ରିବିକାର ଏକ ଭାଇ ଥିଲେ। ତାଙ୍କର ନାମ ଲାବନ। ରିବିକା ତାଙ୍କୁ ସବୁକଥା ଜଣାଇଲେ। ଲାବନ ଏହିକଥା ଶୁଣିବା ସମୟରେ ତାହାର ହସ୍ତରେ ଯେତେବେଳେ ବଳା ଦେଖିଲେ। ସେ କୂଅ ପାଖକୁ ଦୌଡ଼ିଗଲେ। ଏବଂ ସେହିଲୋକ ଜଣକ ଓଟମାନଙ୍କୁ ଧରି ସେହି କୂପ ପାଖରେ ଠିଆ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡ଼ିଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡ଼ିଗଲା।