Genesis 24:3 — Compare Translations

5 translations compared side by side

Odia - 1840
"ତୁମ୍ଭେ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ବରଙ୍କର ନାମ ରେ ପ୍ରତିଜ୍ଞା, ୟିଏ ପୃଥିବୀ ଓ ଆକାଶର ନିର୍ମାଣକାରୀ, ଯେ ତୁମ୍ଭମାନେେ ମାରେ ପୁତ୍ରର ବିବାହ କିଣାନୀଯମାନଙ୍କର କନ୍ଯାଗଣ ସହିତ କରାଇବ ନାହିଁ, ଯେଉଁମାନଙ୍କ ସହିତ ମୁଁ ବାସ କରୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସ୍ଵର୍ଗ ମର୍ତ୍ତ୍ୟର ସଦାପ୍ରଭୁ ପରମେଶ୍ଵରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋʼ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ୱରଙ୍କର ନାମରେ ପ୍ରତିଜ୍ଞା କର, ଯିଏ ପୃଥିବୀ ଓ ଆକାଶର ନିର୍ମାଣକାରୀ, ଯେ ତୁମ୍ଭେମାନେ ମୋର ପୁତ୍ରର ବିବାହ କିଣାନୀୟମାନଙ୍କର କନ୍ୟାଗଣ ସହିତ କରାଇବ ନାହିଁ, ଯେଉଁମାନଙ୍କ ସହିତ ମୁଁ ବାସ କରୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋʼ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋ’ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ;