Genesis 24:30 — Compare Translations
4 translations compared side by side
Odia - 1840
"ସେ କୂଅ ପାଖକୁ ଦୌଡ଼ିଗଲା। ଏବଂ ସହେିଠା ରେ ସହେିଲୋକ ଜଣକ ସହେି ଓଟମାନଙ୍କୁ ଧରି ସହେି କୂପ ପାଖ ରେ ଠିଆ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା, ପୁଣି ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା, ପୁଣି, ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, “ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା,” ପୁଣି, ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା,