Genesis 24:31 — Compare Translations

5 translations compared side by side

Odia - 1840
"ଲାବନ କହିଲେ, ଭିତରକୁ ଆସ, ସଦାପ୍ରଭୁ ତୁମ୍ଭଙ୍କୁ ଆଶୀର୍ବାଦ କରିଛନ୍ତି। ତୁମ୍ଭର ବାହା ରେ ଠିଆ ହବୋ ଦରକାର ନାହିଁ। ମୁଁ ତୁମ୍ଭ ପାଇଁ ଏବଂ ତୁମ୍ଭର ଓଟ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁଙ୍କ ଆଶୀର୍ବାଦପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଲାବନ କହିଲେ, “ଭିତରକୁ ଆସ, ସଦାପ୍ରଭୁ ତୁମ୍ଭଙ୍କୁ ଆଶୀର୍ବାଦ କରିଛନ୍ତି। ତୁମ୍ଭର ବାହାରେ ଠିଆ ହେବା ଦରକାର ନାହିଁ। ମୁଁ ତୁମ୍ଭ ପାଇଁ ଏବଂ ତୁମ୍ଭର ଓଟ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
“ହେ ସଦାପ୍ରଭୁଙ୍କ ଆଶୀର୍ବାଦପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି।”