Genesis 24:32 — Compare Translations

5 translations compared side by side

Odia - 1840
"ତେଣୁ ଅବ୍ରହାମର ଦାସ ଗୃହକୁ ଗଲା। ଲାବନ ଓଟମାନଙ୍କର ସାଜ ଓହ୍ଲାଇବା ପାଇଁ ସାହାୟ୍ଯ କଲେ ଏବଂ ସମାନଙ୍କେ ପାଇଁ ଖାଇବାକୁ ନଡ଼ା ଦେଲେ। ସେ ଭୃତ୍ଯମାନଙ୍କୁ ତାଙ୍କ ସହିତ ଥିବା ଅନ୍ୟ ଲୋକମାନଙ୍କୁ ପାଣି ଦେଲେ। ୟଦ୍ବାରା କି ସମାନେେ ପାଦ ଧୋଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି ତାହାର ଓ ତାହାର ସଙ୍ଗୀମାନଙ୍କର ପାଦପ୍ରକ୍ଷାଳନ ନିମନ୍ତେ ଜଳ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅବ୍ରହାମଙ୍କର ଦାସ ଗୃହକୁ ଗଲେ। ଲାବନ ଓଟମାନଙ୍କର ସାଜ ଓହ୍ଲାଇବା ପାଇଁ ସାହାଯ୍ୟ କଲେ ଏବଂ ସେମାନଙ୍କ ପାଇଁ ଖାଇବାକୁ ନଡ଼ା ଦେଲେ। ସେ ଭୃତ୍ୟମାନଙ୍କୁ ତାଙ୍କ ସହିତ ଥିବା ଅନ୍ୟ ଲୋକମାନଙ୍କୁ ପାଣି ଦେଲେ। ଯଦ୍ଦ୍ୱାରା କି ସେମାନେ ପାଦ ଧୋଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି, ତାହାର ଓ ତାହାର ସଙ୍ଗୀମାନଙ୍କର ପାଦ ପ୍ରକ୍ଷାଳନ ନିମନ୍ତେ ପାଣି ଦେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି, ତାହାର ଓ ତାହାର ସଙ୍ଗୀମାନଙ୍କର ପାଦ ପ୍ରକ୍ଷାଳନ ନିମନ୍ତେ ପାଣି ଦେଲା।