Genesis 24:35 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାରେ ପ୍ରଭୁଙ୍କୁ ସବୁ କ୍ଷେତ୍ର ରେ ଅତିଶଯ ଆଶୀର୍ବାଦ କରିଛନ୍ତି। ତେଣୁ ସେ ବଡ଼ ଲୋକ ହାଇେଛନ୍ତି। ଆଉ ସଦାପ୍ରଭୁ ତାହାଙ୍କୁ ପଲ ପଲ ଗୋରୁ, ମଷେ, ମୁନା, ରୂପା, ଦାସଦାସୀ, ଓଟ ଓ ଗଧ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋʼ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ବଡ଼ଲୋକ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି ଓଟ ଗଧ ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ପ୍ରଭୁଙ୍କୁ ସବୁ କ୍ଷେତ୍ରରେ ଅତିଶୟ ଆଶୀର୍ବାଦ କରିଛନ୍ତି। ତେଣୁ ସେ ବଡ଼ ଲୋକ ହୋଇଛନ୍ତି। ଆଉ ସଦାପ୍ରଭୁ ତାହାଙ୍କୁ ପଲ ପଲ ଗୋରୁ, ମେଷ, ସୁନା, ରୂପା, ଦାସଦାସୀ, ଓଟ ଓ ଗଧ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋʼ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ଅତି ଧନବାନ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି, ଓଟ ଗଧ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋ’ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ଅତି ଧନବାନ୍ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି, ଓଟ ଗଧ ଦେଇଅଛନ୍ତି।