Genesis 24:36 — Compare Translations
5 translations compared side by side
Odia - 1840
"ସାରା ମାରେ କର୍ତ୍ତାଙ୍କର ସ୍ତ୍ରୀ, ସେ ବୁଢ଼ି ବଯସ ରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ସେ ସମସ୍ତ ସମ୍ପତ୍ତି ମାେ କର୍ତ୍ତାଙ୍କର ପ୍ରାପ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋʼ ପ୍ରଭୁଙ୍କ ଭାର୍ଯ୍ୟା ସାରା ବୃଦ୍ଧାବସ୍ଥାରେ ତାଙ୍କ ପାଇଁ ଏକ ପୁତ୍ର ପ୍ରସବ କରିଅଛନ୍ତି ଓ ସେ ତାଙ୍କୁ ଆପଣା ସର୍ବସ୍ଵ ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସାରା ମୋର କର୍ତ୍ତାଙ୍କର ସ୍ତ୍ରୀ, ସେ ବୁଢ଼ି ବୟସରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ମୋ’ କର୍ତ୍ତାଙ୍କର ସମସ୍ତ ସମ୍ପତ୍ତି ସେ ପ୍ରାପ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋʼ ପ୍ରଭୁଙ୍କ ଭାର୍ଯ୍ୟା ସାରା ବୃଦ୍ଧାବସ୍ଥାରେ ତାଙ୍କ ପାଇଁ ଏକ ପୁତ୍ର ପ୍ରସବ କରିଅଛନ୍ତି ଓ ସେ ତାଙ୍କୁ ଆପଣା ସର୍ବସ୍ୱ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋ’ ପ୍ରଭୁଙ୍କ ଭାର୍ଯ୍ୟା ସାରା ବୃଦ୍ଧାବସ୍ଥାରେ ତାଙ୍କ ପାଇଁ ଏକ ପୁତ୍ର ପ୍ରସବ କରିଅଛନ୍ତି ଓ ସେ ତାଙ୍କୁ ଆପଣା ସର୍ବସ୍ୱ ଦେଇଅଛନ୍ତି।