Genesis 24:37 — Compare Translations
5 translations compared side by side
Odia - 1840
"ମାରେ କର୍ତ୍ତା ମାେତେ ପ୍ରତିଜ୍ଞା କରାଇ କହିଲେ, ମାରେ ପୁତ୍ରଙ୍କୁ କୀଣାନୀଯ ସଙ୍ଗେ ବିବାହ ଦବେ ନାହିଁ। ଯେ ହତେୁ ଆମ୍ଭେ ସମାନଙ୍କେ ଦେଶ ରେ ବାସ କରୁଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋହର ପ୍ରଭୁ ମୋତେ ଶପଥ କରାଇ କହିଲେ, ଆମ୍ଭେ ଯେଉଁମାନଙ୍କ ମଧ୍ୟରେ ବାସ କରୁଅଛୁ, ତୁମ୍ଭେ ଆମ୍ଭ ପୁତ୍ରର ବିବାହ ନିମନ୍ତେ ସେହି କିଣାନ ଦେଶୀୟ ଲୋକମାନଙ୍କ ମଧ୍ୟରୁ କୌଣସି କନ୍ୟା ଗ୍ରହଣ କରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ମୋର କର୍ତ୍ତା ମୋତେ ପ୍ରତିଜ୍ଞା କରାଇ କହିଲେ, ‘ମୋର ପୁତ୍ରଙ୍କୁ କିଣାନୀୟ ସଙ୍ଗେ ବିବାହ ଦେବ ନାହିଁ। ଯେହେତୁ ଆମ୍ଭେ ସେମାନଙ୍କ ଦେଶରେ ବାସ କରୁଅଛୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋହର ପ୍ରଭୁ ମୋତେ ଶପଥ କରାଇ କହିଲେ, ‘ଆମ୍ଭେ ଯେଉଁମାନଙ୍କ ମଧ୍ୟରେ ବାସ କରୁଅଛୁ, ତୁମ୍ଭେ ଆମ୍ଭ ପୁତ୍ରର ବିବାହ ନିମନ୍ତେ ସେହି କିଣାନ ଦେଶୀୟ ଲୋକମାନଙ୍କ ମଧ୍ୟରୁ କୌଣସି କନ୍ୟା ଗ୍ରହଣ କରିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋହର ପ୍ରଭୁ ମୋତେ ଶପଥ କରାଇ କହିଲେ, “ଆମ୍ଭେ ଯେଉଁମାନଙ୍କ ମଧ୍ୟରେ ବାସ କରୁଅଛୁ, ତୁମ୍ଭେ ଆମ୍ଭ ପୁତ୍ରର ବିବାହ ନିମନ୍ତେ ସେହି କିଣାନ ଦେଶୀୟ ଲୋକମାନଙ୍କ ମଧ୍ୟରୁ କୌଣସି କନ୍ୟା ଗ୍ରହଣ କରିବ ନାହିଁ;