Genesis 24:38 — Compare Translations

5 translations compared side by side

Odia - 1840
"ତେଣୁ ସେ ମାେତେ ପ୍ରତିଜ୍ଞା କରି ତାଙ୍କ ସମ୍ବନ୍ଧୀଯଙ୍କ ନିକଟକୁ ପଠାଇଲେ ଏବଂ କହିଲେ, 'ୟାଅ ଓ ମାେ ପୁତ୍ର ପାଇଁ ଏକ ପୁତ୍ରବଧୂ ଧରିଆସ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭ ପୈତୃକ ବଂଶୀୟ ଲୋକମାନଙ୍କ ନିକଟକୁ ଯାଇ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ମୋତେ ପ୍ରତିଜ୍ଞା କରି ତାଙ୍କ ସମ୍ପର୍କୀୟଙ୍କ ନିକଟକୁ ପଠାଇଲେ ଏବଂ କହିଲେ, ‘ଯାଅ ଓ ମୋ’ ପୁତ୍ର ପାଇଁ ଏକ ପୁତ୍ରବଧୂ ଧରି ଆସ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭ ପୈତୃକ ବଂଶୀୟ ଲୋକମାନଙ୍କ ନିକଟକୁ ଯାଇ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ।’
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭ ପୈତୃକ ବଂଶୀୟ ଲୋକମାନଙ୍କ ନିକଟକୁ ଯାଇ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ।”

Recommended Reading