Genesis 24:4 — Compare Translations

5 translations compared side by side

Odia - 1840
"ମାରେ ଜନ୍ମସ୍ଥାନକୁ ୟାଅ ଇସ୍ହାକ ପାଇଁ ଏକ ପତ୍ନୀ ଧରି ଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋʼ ପୁତ୍ର ଇସ୍‍ହାକ ନିମନ୍ତେ କନ୍ୟା ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଜନ୍ମସ୍ଥାନକୁ ଯାଅ ଇ‌ସ୍‌ହାକ ପାଇଁ ଏକ ପତ୍ନୀ ଧରି ଆସ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋʼ ପୁତ୍ର ଇସ୍‌ହାକ ନିମନ୍ତେ କନ୍ୟା ଆଣିବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋ’ ପୁତ୍ର ଇସ୍‍ହାକ ନିମନ୍ତେ କନ୍ୟା ଆଣିବ।”