Genesis 24:40 — Compare Translations

5 translations compared side by side

Odia - 1840
"କିନ୍ତୁ ମାରେପ୍ରଭୁ ମାେତେ କହିଲେ, 'ମୁଁ ସଦାପ୍ରଭୁଙ୍କର ସବୋ କରେ ଏବଂ ସଦାପ୍ରଭୁ ତାଙ୍କ ଦୂତଙ୍କୁ ପଠାଇବେ ତୁମ୍ଭକୁ ସାହାୟ୍ଯ କରିବା ପାଇଁ ଏବଂ ତୁମ୍ଭର ୟାତ୍ରା ସଫଳ କରିବେ ତୁମ୍ଭେ ୟାଅ। ମାରେ ପିତାଙ୍କ ବଂଶରୁ ମାରେ ପୁଅ ନିମନ୍ତେ କନ୍ଯା ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ କହିଲେ, ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରା ସଫଳ କରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋର ପ୍ରଭୁ ମୋତେ କହିଲେ, ‘ମୁଁ ସଦାପ୍ରଭୁଙ୍କର ସେବା କରେ ଏବଂ ସଦାପ୍ରଭୁ ତାଙ୍କ ଦୂତଙ୍କୁ ପଠାଇବେ ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଏବଂ ତୁମ୍ଭର ଯାତ୍ରା ସଫଳ କରିବେ ତୁମ୍ଭେ ଯାଅ। ମୋର ପିତାଙ୍କ ବଂଶରୁ ମୋର ପୁଅ ନିମନ୍ତେ କନ୍ୟା ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ କହିଲେ, ‘ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରା ସଫଳ କରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ କହିଲେ, “ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରା ସଫଳ କରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ;