Genesis 24:41 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭେ ଯଦି ୟାଅ ମାରେ ବନ୍ଧୁବାନ୍ଧବମାନଙ୍କ ପାଖକୁ ୟାଅ, ଆଉ ସମାନେେ ଯଦି ମନା କରିବେ ମାେ ପୁତ୍ର ପାଇଁ କନ୍ଯା ଦବୋପାଇଁ, ତବେେ ତୁମ୍ଭେ ତୁମ୍ଭ ପ୍ରତିଜ୍ଞାରୁ ମୁକ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଆମ୍ଭ ବଂଶୀୟ ଲୋକମାନଙ୍କ ନିକଟକୁ ଗଲେ ଏହି ଶପଥରୁ ମୁକ୍ତ ହେବ; ଯଦ୍ୟପି ସେମାନେ କନ୍ୟା ନ ଦେବେ, ତଥାପି ଶପଥରୁ ମୁକ୍ତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ଯଦି ଯାଅ ମୋର ବନ୍ଧୁବାନ୍ଧବମାନଙ୍କ ପାଖକୁ ଯାଅ, ଆଉ ସେମାନେ ଯଦି ମନା କରିବେ ମୋ’ ପୁତ୍ର ପାଇଁ କନ୍ୟା ଦେବା ପାଇଁ, ତେବେ ତୁମ୍ଭେ ତୁମ୍ଭ ପ୍ରତିଜ୍ଞାରୁ ମୁକ୍ତ ହେବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଆମ୍ଭ ବଂଶୀୟ ଲୋକମାନଙ୍କ ନିକଟକୁ ଗଲେ ଏହି ଶପଥରୁ ମୁକ୍ତ ହେବ; ଯଦ୍ୟପି ସେମାନେ କନ୍ୟା ନ ଦେବେ, ତଥାପି ଶପଥରୁ ମୁକ୍ତ ହେବ।’
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଆମ୍ଭ ବଂଶୀୟ ଲୋକମାନଙ୍କ ନିକଟକୁ ଗଲେ ଏହି ଶପଥରୁ ମୁକ୍ତ ହେବ; ଯଦ୍ୟପି ସେମାନେ କନ୍ୟା ନ ଦେବେ, ତଥାପି ଶପଥରୁ ମୁକ୍ତ ହେବ।”