Genesis 24:42 — Compare Translations
5 translations compared side by side
Odia - 1840
"ଆଜି ଏହି କୂପ ନିକଟକୁ ଆସିଲି ଏବଂ କହିଲି, 'ସଦାପ୍ରଭୁ ପରମେଶ୍ବର ମାରେ ପ୍ରଭୁ ଅବ୍ରହାମଙ୍କର ପରମେଶ୍ବର, ଦୟାକରି ମାରୟୋତ୍ରା ସଫଳ କରାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ଵର, ତୁମ୍ଭେ ଯେବେ ମୋହର କୃତ ଯାତ୍ରା ସଫଳ କର,
Odia Bible ERV 2004 (ପବିତ୍ର ବାଇବଲ)
“ଆଜି ଏହି କୂପ ନିକଟକୁ ଆସିଲି ଏବଂ କହିଲି, ‘ସଦାପ୍ରଭୁ ପରମେଶ୍ୱର ମୋର ପ୍ରଭୁ ଅବ୍ରହାମଙ୍କର ପରମେଶ୍ୱର, ଦୟାକରି ମୋର ଯାତ୍ରା ସଫଳ କରାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ‘ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଯଦି ମୋହର କୃତ ଯାତ୍ରା ସଫଳ କର,
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଯଦି ମୋହର କୃତ ଯାତ୍ରା ସଫଳ କର,