Genesis 24:43 — Compare Translations
5 translations compared side by side
Odia - 1840
"ମୁଁ ସହେି କୂପ ନିକଟରେ ଠିଆ ହଲିେ ଏବଂ ଜଣେ ନିରୁପିତ କନ୍ଯାକୁ ଅପେକ୍ଷା କଲି, ୟିଏ ଏଠାକୁ ପାଣି ପାଇଁ ଆସିବ। ଏହାପରେ ମୁଁ କହିଲି, ଦୟାକରି ମାେତେ ତୁମ୍ଭ ପାତ୍ରରୁ ଜଳପ୍ନ କରିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଦେଖ, ମୁଁ ଏବେ ଏହି ସଜଳ କୂପ ନିକଟରେ ଛିଡ଼ା ହୋଇଅଛି । ତହିଁରେ ଜଳ କାଢ଼ିବାକୁ ଆଗତା କୌଣସି କନ୍ୟାକୁ ଯେବେ ମୁଁ କହେ, ତୁମ୍ଭ କଳଶରୁ ମୋତେ କିଛି ଜଳ ପାନ କରିବାକୁ ଦିଅ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେହି କୂପ ନିକଟରେ ଠିଆ ହେଲି ଏବଂ ଜଣେ ନିରୂପିତ କନ୍ୟାକୁ ଅପେକ୍ଷା କଲି, ଯିଏ ଏଠାକୁ ପାଣି ପାଇଁ ଆସିବ। ଏହା ପରେ ମୁଁ କହିଲି, “ଦୟାକରି ମୋତେ ତୁମ୍ଭ ପାତ୍ରରୁ ଜଳପାନ କରିବାକୁ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଦେଖ, ମୁଁ ଏବେ ଏହି ସଜଳ କୂପ ନିକଟରେ ଛିଡ଼ା ହୋଇଅଛି। ତହିଁରେ ଜଳ କାଢ଼ିବାକୁ ଆଗତା କୌଣସି କନ୍ୟାକୁ ଯଦି ମୁଁ କହେ, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ;
Odia IRV 2017 (ଓଡିଆ ବାଇବେଲ)
ତେବେ ଦେଖ, ମୁଁ ଏବେ ଏହି ସଜଳ କୂପ ନିକଟରେ ଛିଡ଼ା ହୋଇଅଛି। ତହିଁରେ ଜଳ କାଢ଼ିବାକୁ ଆଗତା କୌଣସି କନ୍ୟାକୁ ଯଦି ମୁଁ କହେ, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ;