Genesis 24:45 — Compare Translations
5 translations compared side by side
Odia - 1840
"ମାେକ ନିରବ ରେ ପ୍ରାର୍ଥନା ସରିବା ପୂର୍ବରୁ ରିବିକା କାନ୍ଧ ରେ ଜଳପାତ୍ର ଧରି କୂଅମୂଳକୁ ଆସିଲେ। ସେ ଜଳପାତ୍ର କୂଅ ଭିତରକୁ ପକାଇଲେ ଏବଂ କିଛି ଜଳ କାଢ଼ିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କଥା ମୁଁ ମନେ ମନେ କହୁଥଲି, ଏଥି ମଧ୍ୟରେ ରିବିକା ସ୍କନ୍ଧରେ କଳଶ ଘେନି ବାହାରକୁ ଆସିଲା । ପୁଣି ସେ କୂପ ଭିତରକୁ ଯାଇ ଜଳ କାଢ଼ନ୍ତେ ମୁଁ କହିଲି, ବିନୟ କରୁଅଛି, ମୋତେ ଜଳ ପାନ କରାଅ ।
Odia Bible ERV 2004 (ପବିତ୍ର ବାଇବଲ)
“ମୋର ନୀରବର ପ୍ରାର୍ଥନା ସରିବା ପୂର୍ବରୁ ରିବିକା କାନ୍ଧରେ ଜଳପାତ୍ର ଧରି କୂଅମୂଳକୁ ଆସିଲେ। ସେ ଜଳପାତ୍ର କୂଅ ଭିତରକୁ ପକାଇଲେ ଏବଂ କିଛି ଜଳ କାଢ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କଥା ମୁଁ ମନେ ମନେ କହୁଥିଲି, ଏଥିମଧ୍ୟରେ ରିବିକା ସ୍କନ୍ଧରେ କଳସ ଘେନି ବାହାରକୁ ଆସିଲା। ପୁଣି, ସେ କୂପ ଭିତରକୁ ଯାଇ ଜଳ କାଢ଼ନ୍ତେ ମୁଁ କହିଲି, ‘ବିନୟ କରୁଅଛି, ମୋତେ ଜଳ ପାନ କରାଅ।’
Odia IRV 2017 (ଓଡିଆ ବାଇବେଲ)
ଏହି କଥା ମୁଁ ମନେ ମନେ କହୁଥଲି, ଏଥି ମଧ୍ୟରେ ରିବିକା ସ୍କନ୍ଧରେ କଳସ ଘେନି ବାହାରକୁ ଆସିଲା। ପୁଣି, ସେ କୂପ ଭିତରକୁ ଯାଇ ଜଳ କାଢ଼ନ୍ତେ ମୁଁ କହିଲି, “ବିନୟ କରୁଅଛି, ମୋତେ ଜଳ ପାନ କରାଅ।”