Genesis 24:47 — Compare Translations

5 translations compared side by side

Odia - 1840
"ତା'ପରେ ମୁଁ ପଚାରିଲି, 'ତୁମ୍ଭର ପିତା କିଏ?' ସେ ଉତ୍ତର ଦଲୋ, 'ବଥୂଯଲେ ମାରେ ପିତା।' ଏହାପରେ ମୁଁ ତାଙ୍କୁ ବଳା ଓ ନଥ ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୁଁ ତାହାକୁ ପଚାରିଲି, ତୁମ୍ଭେ କାହାର କନ୍ୟା? ତହିଁରେ ସେ କହିଲା, ନାହୋରର ଔରସରେ ମିଲ୍‍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା । ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ପଗ୍ଭରିଲି, ‘ତୁମ୍ଭର ପିତା କିଏ?’ ସେ ଉତ୍ତର ଦେଲେ, ‘ବଥୂୟେଲ ମୋର ପିତା।’ ଏହା ପରେ ମୁଁ ତାଙ୍କୁ ବଳା ଓ ନଥ ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୁଁ ତାହାକୁ ପଚାରିଲି, ‘ତୁମ୍ଭେ କାହାର କନ୍ୟା?’ ତହିଁରେ ସେ କହିଲା, ‘ନାହୋରର ଔରସରେ ମିଲ୍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।’ ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୁଁ ତାହାକୁ ପଚାରିଲି, “ତୁମ୍ଭେ କାହାର କନ୍ୟା?” ତହିଁରେ ସେ କହିଲା, “ନାହୋରର ଔରସରେ ମିଲ୍‍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।” ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି।