Genesis 24:48 — Compare Translations
5 translations compared side by side
Odia - 1840
"ମୁଁ ମୁଣ୍ଡ ନୁଆଁଇ ସଦାପ୍ରଭୁଙ୍କର ଧନ୍ଯବାଦ କଲି। ସେ ମାରେ କର୍ତ୍ତାଙ୍କର ପୁତ୍ର ନିମନ୍ତେ ତାଙ୍କ ଭାତୃ ପୁତ୍ରଙ୍କ କନ୍ଯା ଗ୍ରହଣ କରିବାକୁ ମାେତେ ପ୍ରକୃତ ପଥରେ କଢ଼ାଇ ଆଣିଲେ। ମାରେ କର୍ତ୍ତା ଆବ୍ରହାମର ସହେି ସଦାପ୍ରଭୁ ପରମେଶ୍ବଙ୍କର ଧନ୍ଯବାଦ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି ଯେ ମୋʼ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋʼ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ଵରଙ୍କର ଧନ୍ୟବାଦ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୁଣ୍ଡ ନୁଆଁଇ ସଦାପ୍ରଭୁଙ୍କର ଧନ୍ୟବାଦ କଲି। ସେ ମୋର କର୍ତ୍ତାଙ୍କର ପୁତ୍ର ନିମନ୍ତେ ତାଙ୍କ ଭାତୃପୁତ୍ରଙ୍କ କନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ। ମୋର କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି, ଯେ ମୋʼ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋʼ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି।
Odia IRV 2017 (ଓଡିଆ ବାଇବେଲ)
ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି, ଯେ ମୋ’ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋ’ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି।