Genesis 24:50 — Compare Translations

5 translations compared side by side

Odia - 1840
"ଏହାପରେ ଲାବନ୍ ଏବଂ ବଥୂଯଲେ ଉତ୍ତର କଲେ, ଆମ୍ଭେ ଦେଖୁଛୁ ଏହା ସଦାପ୍ରଭୁଙ୍କ ଆଡୁ, ଆମ୍ଭେ ଏହାକୁ ପରିବର୍ତ୍ତନ କରିପାରବୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଲାବନ ଓ ବଥୂୟେଲ ଉତ୍ତର କଲେ, ସଦାପ୍ରଭୁଙ୍କଠାରୁ ଏହି ଘଟଣା ହୋଇଅଛି, ଏଥିରେ ଆମ୍ଭେମାନେ ଭଲମନ୍ଦ କିଛି କହି ନ ପାରୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲାବନ୍ ଏବଂ ବଥୂୟେଲ ଉତ୍ତର କଲେ, “ଆମ୍ଭେ ଦେଖୁଛୁ ଏହା ସଦାପ୍ରଭୁଙ୍କ ଆଡ଼ୁ, ଆମ୍ଭେ ଏହାକୁ ପରିବର୍ତ୍ତନ କରିପାରିବୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଲାବନ ଓ ବଥୂୟେଲ ଉତ୍ତର କଲେ, ସଦାପ୍ରଭୁଙ୍କଠାରୁ ଏହି ଘଟଣା ହୋଇଅଛି, ଏଥିରେ ଆମ୍ଭେମାନେ ଭଲ ଓ ମନ୍ଦ କିଛି କହି ନ ପାରୁ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଲାବନ ଓ ବଥୂୟେଲ ଉତ୍ତର କଲେ, “ସଦାପ୍ରଭୁଙ୍କଠାରୁ ଏହି ଘଟଣା ହୋଇଅଛି, ଏଥିରେ ଆମ୍ଭେମାନେ ଭଲ ଓ ମନ୍ଦ କିଛି କହି ନ ପାରୁ।