Genesis 24:52 — Compare Translations
5 translations compared side by side
Odia - 1840
"ଯେତବେେଳେ ଅବ୍ରହାମଙ୍କର ଦାସ ଏହା ଶୁଣିଲେ। ସଦାପ୍ରଭୁଙ୍କଠା ରେ ମୁଣ୍ଡ ନୁଆଁଇ ପ୍ରଣାମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଅବ୍ରହାମଙ୍କର ଦାସ ସେମାନଙ୍କଠାରୁ ଏହି କଥା ଶୁଣିବାମାତ୍ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିଷ୍ଠ ପ୍ରଣାମ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଅବ୍ରହାମଙ୍କର ଦାସ ଏହା ଶୁଣିଲେ। ସଦାପ୍ରଭୁଙ୍କଠାରେ ମୁଣ୍ଡ ନୁଆଁଇ ପ୍ରଣାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଅବ୍ରହାମଙ୍କର ଦାସ ସେମାନଙ୍କଠାରୁ ଏହି କଥା ଶୁଣିବାମାତ୍ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିଷ୍ଠ ପ୍ରଣାମ କଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଅବ୍ରହାମଙ୍କର ଦାସ ସେମାନଙ୍କଠାରୁ ଏହି କଥା ଶୁଣିବାମାତ୍ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିଷ୍ଠ ପ୍ରଣାମ କଲା।