Genesis 24:53 — Compare Translations
5 translations compared side by side
Odia - 1840
"ଏହାପରେ ରିବିକା ପାଇଁ ଆଣିଥିବା ସବୁ ଉପହାର ତାଙ୍କୁ ଦେଲେ। ସେ ମଧ୍ଯ ତାଙ୍କୁ ସୁନ୍ଦର ବସ୍ତ୍ର ଓ ସୁନାରୂପା ଅଳଙ୍କାର ତାଙ୍କୁ ଦେଲେ। ସେ ମଧ୍ଯ ବହୁ ଦାମିକା ଉପହାର ତାଙ୍କ ମା ଓ ଭାଇକୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି ତାହାର ଭ୍ରାତା ଓ ମାତାକୁ ହିଁ ବହୁମୂଲ୍ୟ ଦ୍ରବ୍ୟ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରିବିକା ପାଇଁ ଆଣିଥିବା ସବୁ ଉପହାର ତାଙ୍କୁ ଦେଲେ। ସେ ମଧ୍ୟ ତାଙ୍କୁ ସୁନ୍ଦର ବସ୍ତ୍ର ଓ ସୁନାରୂପା ଅଳଙ୍କାର ତାଙ୍କୁ ଦେଲେ। ସେ ମଧ୍ୟ ବହୁ ଦାମିକା ଉପହାର ତାଙ୍କ ମା ଓ ଭାଇକୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି, ତାହାର ଭ୍ରାତା ଓ ମାତାକୁ ମଧ୍ୟ ବହୁମୂଲ୍ୟ ଦ୍ରବ୍ୟ ଦେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି, ତାହାର ଭ୍ରାତା ଓ ମାତାକୁ ମଧ୍ୟ ବହୁମୂଲ୍ୟ ଦ୍ରବ୍ୟ ଦେଲା।