Genesis 24:55 — Compare Translations

5 translations compared side by side

Odia - 1840
"ରିବିକାର ମା ଓ ଭାଇ କହିଲେ, ରିବିକାକୁ ଆମ ସହିତ କିଛି ଦିନ ରହିବାକୁ ଦିଅ। ତାଙ୍କୁ ଆମ ସହିତ ଆଉ ଦଶଦିନ ରହିବାକୁ ଦିଅ। ଏହାପରେ ସେ ୟାଇପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରିବିକାର ଭ୍ରାତା ଓ ମାତା କହିଲେ, ଏହି କନ୍ୟା ଆମ୍ଭମାନଙ୍କ ନିକଟରେ କିଛିଦିନ, ହୋଇ ପାରିଲେ ଦଶଦିନ ଥାଉ, ତହିଁ ଉତ୍ତାରୁ ସେ ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ରିବିକାର ମା ଓ ଭାଇ କହିଲେ, “ରିବିକାକୁ ଆମ ସହିତ କିଛି ଦିନ ରହିବାକୁ ଦିଅ। ତାକୁ ଆମ ସହିତ ଆଉ ଦଶ ଦିନ ରହିବାକୁ ଦିଅ। ଏହା ପରେ ସେ ଯାଇପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରିବିକାର ଭ୍ରାତା ଓ ମାତା କହିଲେ, “ଏହି କନ୍ୟା ଆମ୍ଭମାନଙ୍କ ନିକଟରେ କିଛି ଦିନ, ହୋଇ ପାରିଲେ ଦଶ ଦିନ ଥାଉ, ତହିଁ ଉତ୍ତାରେ ସେ ଯିବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରିବିକାର ଭ୍ରାତା ଓ ମାତା କହିଲେ, “ଏହି କନ୍ୟା ଆମ୍ଭମାନଙ୍କ ନିକଟରେ କିଛିଦିନ, ହୋଇ ପାରିଲେ ଦଶଦିନ ଥାଉ, ତହିଁ ଉତ୍ତାରୁ ସେ ଯିବ।”